Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ରାଜସ୍ଥାନର ଜୟପୁର ସ୍ଥିତ ହସ୍ପିଟାଲରେ ଅଗ୍ନିକାଣ୍ଡ, ଚାଲିଗଲା ୬ଜଣଙ୍କ ଜୀବନ

Posted on October 6, 2025

ରାଜସ୍ଥାନର ଜୟପୁର ସ୍ଥିତ ସ୍ୱାଇ ମାନ ସିଂହ ହସ୍ପିଟାଲର ICU ୱାର୍ଡରେ ରବିବାର ବିଳମ୍ବିତ ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଘଟଣାରେ ୬ ଜଣ ରୋଗୀ ମୃତ୍ୟୁବରଣ କରିଛନ୍ତି ଏବଂ ଅଧିକ ୬ ଜଣ ଗୁରୁତର ଅବସ୍ଥାରେ ଅଛନ୍ତି ।

ଅଗ୍ନିକାଣ୍ଡ ICU ୱାର୍ଡର ଦ୍ୱିତୀୟ ମହଲାରେ ଶୀଘ୍ର ବ୍ୟାପି ଯାଇଥିଲା, ସେ ସମୟରେ ସେଠାରେ ୨୪ ଜଣ ରୋଗୀ ଥିଲେ । ନିଆଁ ଦେଖି, ICU ୱାର୍ଡ ବାହାରରେ ଥିବା କର୍ମଚାରୀ ଓ ଆଟେଣ୍ଡାଣ୍ଟମାନେ ତୁରନ୍ତ କାର୍ୟ୍ୟରତ ହୋଇ ରୋଗୀମାନଙ୍କୁ ବାହାର କରିବାକୁ ଲାଗିଥିଲେ ।

ଘଟଣା ପରେ ହସ୍ପିଟାଲରେ ଅଗ୍ନିନିରାପତ୍ତା ବ୍ୟବସ୍ଥାର ଯାଞ୍ଚ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ଭଜନଲାଲ୍ ଶର୍ମା ମେଡ଼ିକାଲ୍ ସ୍ଥଳକୁ ପହଁଚି ସ୍ଥିତି ଅନୁଧ୍ୟାନ କରିଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme