Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ରାଜ୍ୟରେ ଡାକ୍ତରଙ୍କ ୨ ଘଣ୍ଟିଆ OPD ବନ୍ଦ, ରୋଗୀ ସେବା ବ୍ଯାହତ ନକରିବାକୁ ଡାକ୍ତରଙ୍କୁ ଅପିଲ୍ କଲେ ସ୍ବାସ୍ଥ୍ୟମନ୍ତ୍ରୀ

Posted on January 8, 2026

ତୃତୀୟ ଦିନରେ ଡାକ୍ତରଙ୍କ ଆନ୍ଦୋେଳନ । ଆଜି ବି ସାରା ରାଜ୍ୟରେ ଡାକ୍ତରଙ୍କ ୨ ଘଣ୍ଟିଆ OPD ବନ୍ଦ । ସରକାର ଲଗାଇଥିବା ଏସମାକୁ ମାନୁନାହାଁନ୍ତି ଡାକ୍ତର ସଂଘ । ସରକାର ଓ ଡାକ୍ତରଙ୍କ ମଧ୍ୟରେ ରୋଗୀମାନେ ହନ୍ତସନ୍ତ ହେଉଛନ୍ତି । ଚିକିତ୍ସା ପାଇଁ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରିବାକୁ ପଡୁଛି । ୧୪ ଦଫା ଦାବି ନେଇ ଗତ ଡିସେମ୍ବର ୨୬ ତାରିଖରୁ ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ।

ସେପଟେ ରୋଗୀ ସେବା ବ୍ଯାହତ ନକରିବାକୁ ଡାକ୍ତରଙ୍କୁ ଅପିଲ୍ କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ । ଡାକ୍ତର ଆନ୍ଦୋଳନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି ଡାକ୍ତରଙ୍କ ଦାବି ଉପରେ ଆଲୋଚନା ହୋଇଛି । ଅନେକ ଦାବି ପୂରଣ ହୋଇଛି, ବାକି ଦାବି ଗୁଡ଼ିକ ଆଲୋଚନା ମାଧ୍ୟମରେ ପୂରଣ ହୋଇପାରିବ ବୋଲି ସେ କହିଛନ୍ତି । ଏନେଇ ଏକ କମିଟି ଗଠନ ହୋଇଥିବା ମନ୍ତ୍ରୀ କହିଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme