
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଆଜି ହୋଇଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୪ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ବୈଠକରେ ମୁଖ୍ୟ ଶାସନ ସଚିବ ସହିତ ବିଭିନ୍ନ ବିଭାଗର ସଚିବ ଓ ବିଭାଗୀୟ ମନ୍ତ୍ରୀମାନେ ଉପସ୍ଥିତ ଥିଲେ ।
କ୍ୟାବିନେଟରେ ନିଷ୍ପତ୍ତି ହୋଇଥିବା ପ୍ରସ୍ତାବଗୁଡ଼ିକରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ବିଷୟ ଥିବା କୁହାଯାଇଛି

