Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ରାସ୍ତାରେ ଛିଣ୍ଡିଲା ବିଦ୍ୟୁତ ତାର — ଜଣେ ଦମ୍ପତି ବଞ୍ଚାଇଲେ ଅନେକ ପ୍ରାଣ

Posted on November 22, 2025

ରାସ୍ତା ଉପରେ ଛିଣ୍ଡିଲା ବିଦ୍ୟୁତ ତାର । ଅଳ୍ପକେ ବର୍ତ୍ତିଲେ ଯାତ୍ରୀ । ସମ୍ବଲପୁର ଜିଲ୍ଲା ଜମନକିରା ବ୍ଲକ ପୁକୁଡା ଗାଁର ମୁଖ୍ୟ ରାସ୍ତାର ଦୃଶ୍ୟ । ଆଜି ସକାଳୁ ସୁଶାନ୍ତ ସେଠ ଓ ସ୍ତ୍ରୀ ଆରତୀ ସେଠ ମର୍ଣ୍ଣିଂ ୱାକ୍ କରୁଥିବା ବେଳେ ରାସ୍ତାରେ ୧୧ କେଭି ବିଦ୍ୟୁତ ତାର ଛିଣ୍ଡି ପଡ଼ିଥିବା ଦେଖିବାକୁ ପାଇଥିଲେ । ସ୍ୱାମୀ ସ୍ତ୍ରୀ ଦୁହେଁ ରାସ୍ତାର ଉଭୟ ପାର୍ଶ୍ଵରେ ରହି ବାଇକ ଆରୋହୀ ଓ ଯାତ୍ରୀବାହୀ ବସକୁ ଅଟକାଇ ଏକ ବଡ଼ ଦୁର୍ଘଟଣାରୁ ରକ୍ଷା କରିଥିଲେ । ସ୍ଥାନୀୟ ବିଦ୍ୟୁତ ଅଫିସକୁ ଖବର ଦେବାରୁ ବିଦ୍ୟୁତ ସରବରାହ ବନ୍ଦ କରି ତାରକୁ ରାସ୍ତାରୁ ହଟାଯାଇଥିଲା।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme