Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

 ରାସ୍ତାରେ ଯୁବକଙ୍କୁ କଚାଡ଼ି ମାରିଲା ଦନ୍ତା…

Posted on December 19, 2025

ରାସ୍ତାରେ ଯୁବକଙ୍କୁ କଚାଡ଼ି ମାରିଲା ଦନ୍ତା । ଖାଦ୍ୟ ଅନ୍ୱେଷଣରେ ଗାଁରେ ପଶି ଯୁବକଙ୍କୁ କଂକ୍ରିଟ ରାସ୍ତାରେ କଚାଡ଼ି ମାରିଲା ଦନ୍ତା । ଭୟଭୀତ ଗାଁଲୋକେ । ବାଲେଶ୍ଵର ଜିଲ୍ଲା ଖଇରା ତହସିଲ ବାଉଁଶଗଢିଆ ପଞ୍ଚାୟତ କଳମୁଚୁଆ ଗାଁରେ ହାତୀ ଉପଦ୍ରବ । ମୃତକ ହେଲେ ପୂର୍ବପଡା ଗାଁର ସୁରେନ୍ଦ୍ର ଦାସ । ଅନ୍ୟ ୨ ଜଣ ହାତୀ ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି । ବନ ବିଭାଗର ଅବହେଳତା ଅଭିଯୋଗ ଆଣିଲେ ଗାଁଲୋକେ । ଖଇରା ବ୍ଲକର ନଟାପଡା, ବଟେଶ୍ୱର, ମହତିପୁର, ଶୁଣ୍ଡିରା ଗଣ୍ଡିବେଡ଼ ଆଦି ଗାଁରେ ହାତୀ ପଶି ବ୍ୟାପକ କ୍ଷୟକ୍ଷତି କରିଛି । ୨ଦିନ ଧରି ହାତୀଟି ବିଭିନ୍ନ ଗାଁରେ ପଶି ହାତୀ ବିଭିନ୍ନ ଗଛ ଭାଙ୍ଗି ଉପଦ୍ରବ କରୁଛି । ହେଲେ କୁପାରି ବନବିଭାଗ ପକ୍ଷରୁ କୌଣସି ବ୍ୟବସ୍ଥା କରାଯାଇନଥିବା ଲୋକେ ଅଭିଯୋଗ ଆଣିଛନ୍ତି । ବନ ବିଭାଗର ଅବହେଳା ପାଇଁ ଅକାଳରେ ଗୋଟିଏ ନିରୀହ ଜୀବନ ଚାଲିଗଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme