Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ରାସ୍ତା କଡରେ ମଣିଷ ଖପୁରୀ, କେଉଁଠାରୁ ଓ କେମିତି ଆସିଲା ତାର କାରଣ ଅସ୍ପଷ୍ଟ

Posted on January 17, 2026

ତାଳଚେର ଘଣ୍ଟପଡା ଗାଁ ନିକଟ ପବିତ୍ରମୋହନ ସରକାରୀ ଚିକିତ୍ସାଳୟ ପାଖ ଦେଇ ଯାଇଥିବା ମୁଖ୍ୟ ରାସ୍ତା କଡରେ ଏକ ମଣିଷ ଖପୁରୀ ପଡିଥିବା ଅଞ୍ଚଳବାସୀ ଦେଖିବାକୁ ପାଇଥିଲେ । ତେବେ ଖପୁରୀଟି କେଉଁଠାରୁ ଓ କେମିତି ଆସିଲା ତାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଖବର ପାଇ କୋଲିୟାରୀ ପୋଲିସ ଘଟଣା ସ୍ଥଳରେ ପଂହଁଚି ଅଧିକ ତଦନ୍ତ ଜାରି ରଖିଛି ।ସୂଚନା ଅନୁସାରେ ଏହା ମଣିଷ ଖପୁରୀଟି ଏକ ମାସରୁ ଉର୍ଦ୍ଧ୍ଵ ଦିନର ହୋଇଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି । ପାଖରେ ମଶାଣି ରହିଥିବାରୁ କୌଣସି ମୃତ ଦେହକୁ ପୋତା ଯାଇଥିବାବେଳେ କୌଣସି ବନ୍ୟଜନ୍ତୁ ଏହାକୁ ଟାଣି ଆଣି ରାସ୍ତା କଡରେ ପକାଇ ଦେଇଥିବା ଅନୁମାନ କରାଯାଉଛି । ତେବେ ପରେ ସାଇଣ୍ଟିଫିକ ଟିମ ଆସି ତଦନ୍ତ ପରେ ଘଟଣାର ସତ୍ୟାସତ୍ୟ ଜଣା ପଡିବ ବୋଲି ସୂଚନା ରହିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ
  • ପିଟାପିଟି ହୋଇ ୨ ଶିକ୍ଷୟିତ୍ରୀ ଲହୁଲୁହାଣ: ତଦନ୍ତ ରିପୋର୍ଟ ପାଇଁ ନିର୍ଦ୍ଦେଶ ଦେଲେ ବିଡିଓ
  • ଆସନ୍ତାକାଲି ହୀରାକୁଦରେ ବିଦେଶୀ ପକ୍ଷୀ ଗଣନା…
  • ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,500)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme