Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ରାସ୍ତା କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର

Posted on November 27, 2025

ଦଶପଲ୍ଲା ଥାନା ପଙ୍କୁଆ-କଳସାଖମଣ ରାସ୍ତାର ଉଦୁଡ଼ା ଗାଁ ଠାରୁ ୨୦୦ମିଟର ଦୂରରେ ଅଜଣା  ଯୁବକଙ୍କ କ୍ଷତାକ୍ତ ମୃତଦେହ ରାସ୍ତା କଡ଼ରେ ପଡ଼ି ରହିଛି। ପାଖରେ ଏକ ହ୍ୟାଣ୍ଡ ବ୍ୟାଗ୍ ,ହେଲମେଟ ,ବାଇକ୍ ଥିବାବେଳେ  ମୃତ ଯୁବକଙ୍କ ଡାହାଣ ଗୋଡ଼ରେ  ଗଭୀର ଆଘାତ ଲାଗିଛି।

ମୁହଁ ତଳକୁ କରି ପଡ଼ି ରହିଛି ଯୁବକଙ୍କ ମୃତଦେହ। ଖବର ପାଇ ଦଶପଲ୍ଲା ପୁଲିସ ପହଞ୍ଚି ମୃତ ଦେହ ଜବତ କରିବା ସହ ସମସ୍ତ ସାମଗ୍ରୀ ଜବତ କରି  ସବୁ ଦିଗକୁ ଅନୁଧ୍ୟାନ କରି ତଦନ୍ତ ଚଳାଇଛି।

ସେପଟେ ଗତ କିଛି ଦିନ ଧରି ଦଶପଲ୍ଲା ଅଞ୍ଚଳର ଚଢ଼େୟାପଲି ଜଙ୍ଗଲରେ ମାଓବାଦୀ ଥିବା ନେଇ ଚର୍ଚ୍ଚା ହେଉଥିବା ବେଳେ ମାଓବାଦୀମାନେ ହତ୍ୟା କରିଥିବା ନେଇ ସ୍ଥାନୀୟ ଅଞ୍ଚଳରେ  ଚର୍ଚ୍ଚା ଜୋର୍ ଧରିଛି। ପାଖ ଜଙ୍ଗଲରେ ମାଓବାଦୀ ଥିବା ବେଳେ ଚର୍ଚ୍ଚା ଜୋର୍ ଧରିଛି। ଫଳରେ  ସ୍ଥାନୀୟ ବାସିନ୍ଦା ଭୟଭୀତ ହେବାରେ ଲାଗିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme