Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ରେଭେନ୍ସା ଇଷ୍ଟ ହଷ୍ଟେଲର ୧୫ ଛାତ୍ର ଅସୁସ୍ଥ, ଏସ୍‌ସିବି ମେଡିକାଲ୍‌ରେ ଭର୍ତ୍ତି

Posted on October 29, 2025

ରେଭେନ୍ସା ଇଷ୍ଟ ହଷ୍ଟେଲର ୧୫ ଛାତ୍ର ଅସୁସ୍ଥ, ଏସ୍‌ସିବି ମେଡିକାଲ୍‌ରେ ଭର୍ତ୍ତି , ରେଭେନ୍ସା ଇଷ୍ଟ ହଷ୍ଟେଲର ୧୫ ଛାତ୍ର ଅସୁସ୍ଥ । ଫୁଡ ପଏଜନ ପାଇଁ ୧୫ ଛାତ୍ର ଅସୁସ୍ଥ ହୋଇଥିବା ସୂଚନା ମିଳିଛି । ସମସ୍ତଙ୍କୁ SCB ମେଡିକାଲରେ ଭର୍ତ୍ତି କରାଯାଇଛି । ପ୍ରାଥମିକ ପର୍ଯ୍ୟାୟରୁ ପିଇବା ପାଣିରୁ ଫୁଡ ପଏଜନ ହୋଇଥିବା ଜଣାପଡିଛି । ପାଣି ପରୀକ୍ଷା ପାଇଁ ପଠାଯାଇଛି ।

ଗତକାଲି ରାତିରେ ହଷ୍ଟେଲର ଅନ୍ତେବାସୀମାନେ ଭାତ, ରୁଟି, ଅଣ୍ଡା ତଡକା ଓ ଭଜା ଖାଇଥିଲେ । ହଷ୍ଟେଲରେ ପ୍ରାୟ ୧୮୦ ଛାତ୍ର ରହୁଥିଲେ । ପୂର୍ବରୁ ମଧ୍ୟ ରେଭେନ୍ସାର ଅନ୍ୟ ଏକ ହଷ୍ଟେଲରେ ଫୁଡ ପଏଜନ ହୋଇଥିଲା। ହଷ୍ଟେଲରେ ଆକ୍ବାଗାର୍ଡ ଖରାପ ଥିବାବେଳେ ଦୂଷିତ ପାଣି ବାହାରୁଥିବା ଛାତ୍ରମାନେ ଅଭିଯୋଗ କରିଛନ୍ତି । ଏନେଇ ଭିଯୋଗ କରିବା ପରେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉନଥିବା ଅଭିଯୋଗ ହୋଇଛି

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme