Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ସେକ୍ସ ରାକେଟ୍ ଠାବ

Posted on October 18, 2025

ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ସେକ୍ସ ରାକେଟ୍ ଠାବ। ଭଡ଼ା ଘରେ ଚାଲିଥିଲା ଦେହ ବେପାର ।  ଅତର୍କିତ ଚଢ଼ାଉ କରି ୧୦ ଯୁବତୀଙ୍କୁ ଉଦ୍ଧାର କଲା କ୍ୟାପିଟାଲ ଥାନା ପୁଲିସ। ରେଡ୍ ବେଳେ ସାମ୍ନାକୁ ଆସିଛି ଭୟଙ୍କର ତଥ୍ୟ। ଘର ଭିତରୁ ଆପତ୍ତିଜନକ ସାମଗ୍ରୀ ଓ ଏକାଧିକ ଭ୍ୟାନିଟି ବ୍ୟାଗ୍ ଜବତ ହୋଇଛି। ସେକ୍ସ ରାକେଟରେ ଯୁବତୀଙ୍କୁ ନିୟୋଜିତ କରାଯାଇଥିବା ସନ୍ଦେହ। ଝାଡ଼ଖଣ୍ଡରୁ ନାବାଳିକାକୁ ଆଣି ନିୟୋଜିତ କରାଯାଇଥିଲା। ସେଠାରେ ଦୀର୍ଘ ଦିନ ହେବ ସେକ୍ସ ରାକେଟ୍ ଚାଲିଥିବା ସ୍ଥାନୀୟଲୋକ ଅଭିଯୋଗ କରିଛନ୍ତି। ତେବେ ରାଜଧାନୀ ନାବାଳିକା ଦୁର୍ଷ୍କମ ମାମଲରେ ଲିଙ୍କ ଥିବା ସନ୍ଦେହ କରୁଛି ପୁଲିସ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଟ୍ରକ୍ ଚାଳକକୁ ଛୁରାମାଡ଼, ଟଙ୍କା ଓ ମୋବାଇଲ ଲୁଟ୍
  • ଡାକଘରୁ ଚୋରି, ଲକର ଭାଙ୍ଗି ପ୍ରାୟ ୩୦ ଲକ୍ଷ ଟଙ୍କାର ଲୁଟ୍
  • ବାହାଘର ଅଧାରୁ ତଡ଼ା ଖାଇଲେ ବର-କନ୍ୟା
  • ଟ୍ରକ୍ ସହ ଧକ୍କା ହେଲା ସ୍କୁଟି, ଦୁଇ ମହିଳା ଆହତ
  • ହାତୀ ଛୁଆକୁ ନେଉନି ମାଆ, ମଣିଷ ଛୁଇଁଥିବା ଭାବି ଦଳକୁ ଫେରିପାରୁନି ହାତୀ ଛୁଆ

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (284)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (60)
  • ରାଜ୍ୟ (908)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme