Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଲୋକପ୍ରିୟ ଅଭିନେତା ଧର୍ମେନ୍ଦ୍ର ହସପିଟାଲରେ ଭର୍ତ୍ତି, ନିଶ୍ବାସ ନେବାରେ ସମସ୍ୟା

Posted on November 1, 2025

ବଲିଉଡରେ ଲୋକପ୍ରିୟ ଅଭିନେତା ଧର୍ମେନ୍ଦ୍ର ହସପିଟାଲରେ ଭର୍ତ୍ତି ହୋଇଛନ୍ତି । ଗତ ରାତିରେ ନିଶ୍ବାସପ୍ରଶ୍ବାସ ନେବାରେ ସମସ୍ୟା ହେବା ଯୋଗୁଁ ତାଙ୍କୁ ମୁମ୍ବାଇର ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ସୂଚନା ଅନୁସାରେ ଧର୍ମେନ୍ଦ୍ରଙ୍କୁ ନିଶ୍ବାସ ନେବାରେ ଅସୁବିଧା ହେବାରୁ ଆଇସିୟୁରେ ଭର୍ତ୍ତି ହୋଇଥିଲେ ।

ତେବେ ବର୍ତ୍ତମାନ ଧର୍ମେନ୍ଦ୍ରଙ୍କ ଅବସ୍ଥା ସ୍ଥିର ରହିଛି । ଏବେ ଚିନ୍ତା କରିବାର କୌଣସି କଥା ନାହିଁ । ତାଙ୍କ ପାରାମିଟର ଠିକ୍ ରହିଛି ବୋଲି ଧର୍ମେନ୍ଦ୍ରଙ୍କ ଦେଖାଶୁଣା କରୁଥିବା ଡାକ୍ତର ଷ୍ଟାଫ କହିଛନ୍ତି ।

ଚଳିତବର୍ଷ ଆରମ୍ଭରେ ଧର୍ମେନ୍ଦ୍ରଙ୍କ ଆଖି ସର୍ଜରୀ ହୋଇଥିଲା । ହସପିଟାଲରୁ ବାହାରୁଥିବାର ଏକ ଭିଡିଓ ଭାଇରଲ ହୋଇଥିଲା ।

୨୦୨୩ ମସିହାରେ ମୁକ୍ତିଲାଭ କରିଥିବା ରଣଭୀର ସିଂ ଏବଂ ଆଲିଆ ଭଟ୍ଟଙ୍କ ଅଭିନୀତ ଫିଲ୍ମ ‘ରକି ଔର ରାନୀ କି ପ୍ରେମ କାହାନୀ’ରେ ଏବଂ ‘ତେରି ବାତୋ ମେଁ ଐସା ଉଲଝା ଜିୟା’ରେ ମୁଖ୍ୟ ଭୂମିକାରେ ନଜର ଆସିଥିଲେ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme