Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଶ୍ରୀମନ୍ଦିରରେ ନାବାଳକକୁ ମାଡ ଅଭିଯୋଗ, ତଦନ୍ତ କରୁଛି ପୁଲିସ

Posted on January 24, 2026

ପୁରୀ ଶ୍ରୀମନ୍ଦିରର ବାହାର କାଠ ନିକଟରେ ନାବାଳକକୁ ପୁଲିସର ମାଡ ଅଭିଯୋଗ। ନାବାଳକ କାନରେ ଲାଗିଛି ଗଭୀର ଆଘାତ। ଚିକିତ୍ସା ପାଇଁ ଆମ୍ବୁଲାନ୍ସ ଯୋଗେ ପୁରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।

ସୂଚନା ଅନୁଯାୟୀ, ନାବାଳକ ଜଣକ ଭଦ୍ରକ ଭଣ୍ଡାରୀପୋଖରୀ ଅଞ୍ଚଳର। ଗତକାଲି ରାତିରେ ସେ ତାଙ୍କ ପରିବାର ସହ ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀ ଆସିଥିଲା । ହେଲେ ନାବାଳକଙ୍କୁ ଶ୍ରୀମନ୍ଦିର ମଧ୍ୟରେ ମାଡ଼ ମାରିଥିବାର ଅଭିଯୋଗ ହୋଇଛି । ଯାହାପରେ ଆକ୍ସନ ମୋଡ଼କୁ ଆସିଛି ପୁଲିସ । ସିଟି ଡିଏସପି ଓ ସିଂହଦ୍ୱାରା ଥାନା ପୁଲିସ ତଦନ୍ତ ଆରମ୍ଭ କରିଛି । ଏହାସହିତ ଶ୍ରୀମନ୍ଦିର ନାଟ ମଣ୍ଡପରେ ଲାଗିଥିବା ଫୁଟେଜକୁ ବି ଯାଞ୍ଚ ପୁଲିସ କରୁଛି । ତେବେ ନାବାଳକକୁ ପୁଲିସ କିମ୍ବା ଜେଟିପି, କିଏ ମାଡ଼ ମାରିଛନ୍ତି ଏବଂ କାହିଁକି, ସେନେଇ ତଦନ୍ତ କରୁଛି ପୁଲିସ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme