
ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। CEC ପରିବାର ସହ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ପହଞ୍ଚିଛନ୍ତି। କଡ଼ା ସୁରକ୍ଷା ମଧ୍ୟରେ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିଛନ୍ତି। ତାଙ୍କ ସହିତ ଅଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। CEC ଜ୍ଞାନେଶ କୁମାର ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି।
