Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଐତିହାସିକ ପଦକ୍ଷେପ

Posted on October 11, 2025

ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଐତିହାସିକ ପଦକ୍ଷେପ । ଶ୍ରୀଜଗନ୍ନାଥ ମନ୍ଦିରକୁ RED ZONE ଘୋଷଣା କଲା ଡିଜିସିଏ । ଏୟାରସ୍ପେଶ୍ ମ୍ୟାପରେ କିଛି ଏଭଳି ତଥ୍ୟ ରହିଥିବା ଭାରତ ସରକାରଙ୍କ ଡିଜିସିଏ ୱେବସାଇଟରେ ଉପଲବ୍ଧ ରହିଛି । ଏହାର ଅବଧି ୩ ବର୍ଷ ରହିଛି । ଅର୍ଥାତ ୨୦୨୮ ସେପ୍ଟେମ୍ବର ୨୫ ତାରିଖରେ ଏହାର ସମୟସୀମା ପୂରଣ ହେବ । ପୂର୍ନବାର ଶ୍ରୀମନ୍ଦିର ଉପରକୁ ନିଷିଧାଞ୍ଚଳ କରିବାକୁ ଆବେଦନ କରାଯିବ।

ପୂର୍ବରୁ ଶ୍ରୀମନ୍ଦିର ଉପରକୁ ନୋଫ୍ଲାଇଂ ଜୋନ୍ ଭାବେ ଘୋଷଣା କରାଯାଇଥିବା ବେଳେ ଏବେ RED ZONE ଘୋଷଣା ହେବା ଶ୍ରୀମନ୍ଦିର ସୁରକ୍ଷାକୁ ଆହୁରି ମଜବୁତ କରିବ ବୋଲି ଆଶା କରାଯାଉଛି। ଗତକାଲି ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡୁଥିବା ବେଳେ ପୁରୀ ଏସପିଙ୍କ ନିର୍ଦ୍ଦେଶକ୍ରମେ ଅପରେଟ୍ କରୁଥିବା ଅପରେଟରକୁ ଧରିବାରେ ପୁରୀ ପୋଲିସ ସଫଳ ହୋଇଥିଲା। ତେଣୁ ଶ୍ରୀ ଜଗନ୍ନାଥ ମନ୍ଦିରକୁ RED ZONE ଭାବେ ଘୋଷଣା ହେବାପରେ କେବଳ ଆଣ୍ଟି ଡ୍ରୋନ୍ ଡିଭାଇସ୍ ଲାଗିଲେ ଉଡୁଥିବା ଡ୍ରୋନ୍ କାବୁ ହୋଇପାରିବ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର
  • ମହିଳାଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଟ୍ରେନ୍ ଟ୍ରାକ୍‌ରେ ମଦୁଆର ହାଇଡ୍ରାମା, ଅଟକାଇ ଦେଲା ଟ୍ରେନ୍‌
  • ବୁଧବାର ମହାପ୍ରଭୁଙ୍କ ପଦ୍ମ ବେଶ, କେଶର ମଧ୍ୟରେ ଶୋଭା ପାଇବେ ଶ୍ରୀମୁଖ
  • ଆକ୍ସନ୍ ମୋଡ୍‌ରେ ଅନୁଗୁଳ ପୁଲିସ, ୬୦ କେଜି ବମ ସହ ବିସ୍ଫୋରକ ସାମଗ୍ରୀ ଜବତ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (198)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (52)
  • ଦେଶ ବିଦେଶ (470)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (114)
  • ରାଜ୍ୟ (1,517)
  • ସ୍ପେଶାଲ୍ ରିପୋର୍ଟ (267)
©2026 JBR Samachar | Design: Newspaperly WordPress Theme