Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଐତିହାସିକ ପଦକ୍ଷେପ

Posted on October 11, 2025

ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଐତିହାସିକ ପଦକ୍ଷେପ । ଶ୍ରୀଜଗନ୍ନାଥ ମନ୍ଦିରକୁ RED ZONE ଘୋଷଣା କଲା ଡିଜିସିଏ । ଏୟାରସ୍ପେଶ୍ ମ୍ୟାପରେ କିଛି ଏଭଳି ତଥ୍ୟ ରହିଥିବା ଭାରତ ସରକାରଙ୍କ ଡିଜିସିଏ ୱେବସାଇଟରେ ଉପଲବ୍ଧ ରହିଛି । ଏହାର ଅବଧି ୩ ବର୍ଷ ରହିଛି । ଅର୍ଥାତ ୨୦୨୮ ସେପ୍ଟେମ୍ବର ୨୫ ତାରିଖରେ ଏହାର ସମୟସୀମା ପୂରଣ ହେବ । ପୂର୍ନବାର ଶ୍ରୀମନ୍ଦିର ଉପରକୁ ନିଷିଧାଞ୍ଚଳ କରିବାକୁ ଆବେଦନ କରାଯିବ।

ପୂର୍ବରୁ ଶ୍ରୀମନ୍ଦିର ଉପରକୁ ନୋଫ୍ଲାଇଂ ଜୋନ୍ ଭାବେ ଘୋଷଣା କରାଯାଇଥିବା ବେଳେ ଏବେ RED ZONE ଘୋଷଣା ହେବା ଶ୍ରୀମନ୍ଦିର ସୁରକ୍ଷାକୁ ଆହୁରି ମଜବୁତ କରିବ ବୋଲି ଆଶା କରାଯାଉଛି। ଗତକାଲି ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡୁଥିବା ବେଳେ ପୁରୀ ଏସପିଙ୍କ ନିର୍ଦ୍ଦେଶକ୍ରମେ ଅପରେଟ୍ କରୁଥିବା ଅପରେଟରକୁ ଧରିବାରେ ପୁରୀ ପୋଲିସ ସଫଳ ହୋଇଥିଲା। ତେଣୁ ଶ୍ରୀ ଜଗନ୍ନାଥ ମନ୍ଦିରକୁ RED ZONE ଭାବେ ଘୋଷଣା ହେବାପରେ କେବଳ ଆଣ୍ଟି ଡ୍ରୋନ୍ ଡିଭାଇସ୍ ଲାଗିଲେ ଉଡୁଥିବା ଡ୍ରୋନ୍ କାବୁ ହୋଇପାରିବ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme