Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସକାଳୁ ସକାଳୁ ହିମାଚଳପ୍ରଦେଶ ଶିମଲାରେ ଭୂକମ୍ପ ଅନୁଭୂତ,ତୀବ୍ରତା ୩.୨ ରହିଛି ।

Posted on October 31, 2025

ଆଜି ସକାଳୁ ସକାଳୁ ଶିମଲାରେ ଭୂକମ୍ପ ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୩.୨ ରହିଛି । ଯାହାର କେନ୍ଦ୍ରସ୍ଥଳ ଶିମଲାରୁ ୧୦ କିଲୋମିଟର ଗଭୀରତାରେ ରହିଥିବା ଜଣାପଡିଛି । ଏଥିରେ କୌଣସି କ୍ଷୟକ୍ଷତି ହୋଇଥିବାର ସୂଚନା ମିଳିନାହିଁ ।

ସୂଚନାନୁଯାୟୀ, ଆଜି ପ୍ରାୟ ସକାଳ ୭ଟା ସମୟରେ ଶିମଲାରେ ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା । ତୀବ୍ରତା କମ୍ ଥିବାରୁ ଅଧିକାଂଶ ଲୋକ ଏହାକୁ ଅନୁଭବ କରିପାରିନଥିଲେ । ଭୂକମ୍ପର କେନ୍ଦ୍ର ଶିମଲାରେ ଉତ୍ତର ଅକ୍ଷାଂଶ ୩୧.୭୬ ଡିଗ୍ରୀ ଥିବାବେଳେ ପୂର୍ବ ଦ୍ରାଘିମା ୭୭.୮୩ ଡିଗ୍ରୀ ବୋଲି ସୂଚନା ମିଳିଛି । ଭୂକମ୍ପରେ କାହାର କୌଣସି କ୍ଷୟକ୍ଷତି ହୋଇଥିବା ସୂଚନା ମିଳିନାହିଁ ।

ସୂଚନାଯୋଗ୍ୟ, ୧୯୦୫ ମସିହାରେ ଚମ୍ବା ଏବଂ କାଙ୍ଗଡା ଅଞ୍ଚଳରେ ଭୟଙ୍କର ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା । ଯେଉଁଥିରେ ପାଖାପାଖି ୧୦ ହଜାରରୁ ଉର୍ଦ୍ଧ୍ବ ଲୋକଙ୍କ ଜୀବନହାନି ଘଟିଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme