Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସତ୍ୟବିହାର ସ୍ଥିତ ଏକ ବାର୍ ରେ ଭୟାବହ ଅଗ୍ନିକାଣ୍ଡ

Posted on December 12, 2025

ଭୁବନେଶ୍ବର ସତ୍ୟବିହାର ସ୍ଥିତ ଏକ ବାର୍ ରେ ଭୟାବହ ଅଗ୍ନିକାଣ୍ଡ । ହୁହୁ ହୋଇ ଜଳୁଛି କୋଠାର ଉପର ମହଲା । ବହୁତଳ କୋଠାରେ ରହିଛି ଅନେକ ବାଣିଜ୍ୟକ ପ୍ରତିଷ୍ଠାନ । ଉପରମହଲାରେ ଏକ ବାର ଚାଲୁଥିବା ସୂଚନା ମିଳିଛି । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

ଘଣ୍ଟାଏ ହେଲା ନିଆଁ ଲାଗି ଜଳୁଥିବା ପ୍ରତ୍ୟକ୍ଷଦର୍ଶୀ ସୂଚନା ଦେଇଛନ୍ତି । ଅଗ୍ନିକାଣ୍ଡ ଯୋଗୁ ଆଖପାଖ ଅଞ୍ଚଳ ଧୂଆଁମୟ ହୋଇଯାଇଛି। ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଚଳାଇଛି । ନିଆଁକୁ ଆୟତ୍ତ କରିବାକୁ ଘଣ୍ଟାଏ ସମୟ ଲାଗିଥିବା ସୂଚନା । ନିଆଁ ଲିଭାରେ ଲାଗିଛି ୨ଟି ଦମକଳ ଗାଡି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme