Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସମୁଦ୍ରରେ ଗାଧୋଇବା ବେଳେ ବୁଡୁ ବୁଡୁ ବଞ୍ଚିଗଲେ ପଶ୍ଚିମବଙ୍ଗର ୪ ପର୍ଯ୍ୟଟକ…

Posted on December 23, 2025

ଏବେ ପର୍ଯ୍ୟଟନ ଋତୁ ଜାରି ରହିଥିବା ବେଳେ ପୁରୀକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଅନେକ ଲୋକ ପୁରୀକୁ ଆସି ସମୁଦ୍ରରେ ସ୍ନାନ କରିବା ସହ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି । ତେବେ ପ୍ରତ୍ୟେକ ଦିନ ପର୍ଯ୍ୟଟକ ମାନେ ବେଳାଭୂମିରେ ସ୍ନାନ କରିବା ସମୟରେ ଛୋଟ ମୋଟ ଅଘଟଣ ଦେଖିବାକୁ ମିଳୁଛି। ସୋମବାର ୪ଜଣ ପର୍ଯ୍ୟଟକ ସମୁଦ୍ରରେ ସ୍ନାନ କରୁଥିବା ସମୟରେ ଭାସି ଯାଇଥିଲେ। ସେମାନଙ୍କୁ ଲାଇଫଗାର୍ଡମାନେ ଉଦ୍ଧାର କରିଛନ୍ତି।

ଭାସି ଯାଇଥିବା ପର୍ଯ୍ୟଟକମାନେ ହେଲେ ପଶ୍ଚିମବଙ୍ଗ ୨୪ ପ୍ରଙ୍ଗଣାର ନାରାୟଣ ସାହା ନିଳାଦ୍ରି ସାହା, ସାଇନାଥ ସାହା ଓ ସାମର୍ଥ ସାହା। ମିଳିଥିବା ସୂଚନା ଅନୁଯାୟୀ ୪ ଜଣ ଯାକ ସୋମବାର ଅପରାହ୍ନରେ ସେକ୍ଟର ୯ ଅଞ୍ଚଳରେ ସ୍ନାନ କରୁଥିବା ବେଳେ ଏକ ବଡ଼ ଲହଡିରେ ସମୁଦ୍ର ଭିତରକୁ ଭାସି ଯାଇଥିଲେ । ତେବେ ସେଠାରେ ଉପସ୍ଥିତ ଥିବା ଲାଇଫଗାର୍ଡମାନେ ସମୁଦ୍ର ମଧ୍ୟକୁ ଯାଇ ଭାସିଯାଉଥିବା ପର୍ଯ୍ୟଟକମାନଙ୍କୁ ଉଦ୍ଧାର କରି କୂଳକୁ ଆଣିଥିଲେ । ଯଦି କହିବା ଏକ ବଡ଼ ଦୁର୍ଘଟଣା ଟଳିଯାଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme