Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସମ୍ପତ୍ତି ପାଇଁ ପୁଅ ଭୁଲିଗଲା ସମ୍ପର୍କ, ବୃଦ୍ଧ ବାପା ମାଆଙ୍କୁ ହାଣିଲା ଲୋଭୀ ପୁଅ

Posted on October 22, 2025

ସମ୍ପତ୍ତି ପାଇଁ ପୁଅ ଭୁଲିଗଲା ସମ୍ପର୍କ । ବୃଦ୍ଧ ବାପା ମାଆଙ୍କୁ ହାଣିଲା ସମ୍ପତ୍ତି ଲୋଭୀ ପୁଅ । ଭଦ୍ରକ ଚାନ୍ଦବାଲି ଖେରଙ୍ଗ ଗ୍ରାମପଞ୍ଚାୟତ ଅନ୍ତର୍ଗତ ତଳବନ୍ଧ ଗାଁର ଏ ଅଭାବନୀୟ ଘଟଣା । ଗାଁର ମନୋଜ ନାୟକ ବିଳମ୍ବିତ ରାତିରେ ବାପା ମଧୁସୂଦନ ନାୟକ ଓ ମାଆ ମାଧୁରୀ ନାୟକଙ୍କୁ ଅତର୍କିତ ଆକ୍ରମଣ କରି ଫେରାର ମାରିଛି । ଖେରଙ୍ଗ ସରପଞ୍ଚ ଓ ଅନ୍ୟ ଗ୍ରାମବାସୀ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛନ୍ତି । ସ୍ବାସ୍ଥ୍ୟବସ୍ଥା ଗୁରୁତର ଥିବାରୁ ଉଭୟଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme