Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସରୁନି ସଂଘର୍ଷ ; ୧୨ ବର୍ଷ ପରେ ବି ମିଳୁନି ସରକାରୀ ସୁବିଧା

Posted on December 20, 2025

ସରକାରୀ ଯୋଜନା କାହା ପାଇଁ? ଯୋଗ୍ୟ ହିତାଧିକାରୀଙ୍କୁ ସୁବିଧା ଯୋଗାଇଦେବା କ୍ଷେତ୍ରରେ ପ୍ରଶାସନିକ ବିଫଳତାର ଏକ ନଗ୍ନଚିତ୍ର ଦେଖିବାକୁ ମିଳିଛି ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତର ବାଗଲପୁର ଗ୍ରାମରେ। ଗ୍ରାମର ଜଣେ ଗରିବ କଳାକାର ବଳିଆ ଦାସ ଦୀର୍ଘ ୧୨ ବର୍ଷ ଧରି ଖଣ୍ଡେ ପ୍ରଧାନମନ୍ତ୍ରୀ ଆବାସ ପାଇଁ ସଂଘର୍ଷ କରୁଥିଲେ ମଧ୍ୟ ସଫଳ ହୋଇପାରିନାହାନ୍ତି।
ତାଙ୍କୁ ଜାଣିଶୁଣି ଅଣଦେଖା କରାଯାଉଛି କି ବୋଲି ସେ କ୍ଷୋଭର ସହ କହିଛନ୍ତି। ପଞ୍ଚାୟତଠାରୁ ବ୍ଲକ ପ୍ରଶାସନ ପର୍ଯ୍ୟନ୍ତ ସମସ୍ତଙ୍କୁ ଗୁହାରି କରି ନିରାଶ ହେବା ପରେ ଏବେ ସେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଓ ସରକାରଙ୍କୁ ସହାୟତା ପାଇଁ ନିବେଦନ କରିଛନ୍ତି। ଜଣେ କଳାକାରଙ୍କୁ ମୌଳିକ ସୁବିଧାରୁ ବଞ୍ଚିତ କରିବା ପ୍ରଶାସନର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme