Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସିସିଟିଭି ଭାଙ୍ଗି ଲୁଟି ନେଲେ କୋଟିଏରୁ ଉର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି।

Posted on January 28, 2026

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନନ୍ତପୁର ସାହିରେ ବଡ଼ ଧରଣର ଲୁଟ ଦେଖିବାକୁ ମିଳିଛି। ପ୍ରାୟ କୋଟିଏରୁ ଉର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ଲୁଟ ହୋଇଥିବା ଅଭିଯୋଗ ହୋଇଛି। ଅବସରପ୍ରାପ୍ତ ରେଙ୍ଗାଳି କର୍ମଚାରୀ ଗୋବିନ୍ଦ ଚନ୍ଦ୍ର ମଲ୍ଲଙ୍କ ପରିବାର ଲୋକେ ମେଡିକାଲ କାର୍ଯ୍ୟରେ ଯାଇଥିବା ବେଳେ ଦୁର୍ବୁତ୍ତ ମାନେ ଲୁଟ କରିଛନ୍ତି। ଘରେ ଲାଗିଥିବା ସିସିଟିଭି କ୍ୟାମେରାକୁ ମଧ୍ୟ ଭାଙ୍ଗି ଦେଇଛନ୍ତି। ପ୍ରାୟ ୬ଶହ ଗ୍ରାମ ସୁନା ଅଳଙ୍କାର, ପିତ୍ତଳ ସାମଗ୍ରୀ, ନଗଦ କ୍ୟାସ ଲୁଟ ହୋଇଥିବା ଜଣାପଡିଛି। ଖବର ପାଇ ଘଟଣା ସ୍ଥଳରେ ଢେଙ୍କାନାଳ ଜିଲ୍ଲା ଫରେନ୍ସିକ ସାଇଣ୍ଟିଫିକ ଟିମ, ସନ୍ଧାନୀ କୁକୁର ଏବଂ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରି ଦେଇଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme