Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସୁନା ଏବଂ ରୁପାକୁ ଛୁଇଁଲେ ଲାଗୁଛି ଡର, ଜାଣନ୍ତୁ ଆଜି କେତେ ରହିଛି ଦର ?

Posted on December 27, 2025

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୧,୨୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୯,୪୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୧,୨୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୨୯,୪୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୪୧,୨୨୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୨୯,୪୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୪୧,୩୭୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୨୯,୬୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୪୧,୮୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୦,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୧,୨୨୦ ଓ ୧,୨୯,୪୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୫୧,୦୦୦ ଟଙ୍କା ହୋଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme