Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସୁନା ଦରରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ କ’ଣ ରହିଛି ମୂଲ୍ୟ…

Posted on October 31, 2025

ସୁନା ଏବଂ ରୂପା ଦରରେ ସାମାନ୍ୟ ପରିବର୍ତ୍ତନ, ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର।

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୨,୬୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୨,୪୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୨,୬୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୨,୪୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୨,୬୮୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୨,୪୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୨,୮୩୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୨,୬୦୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୩,୨୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୩,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୨,୬୮୦ ଓ ୧,୧୨,୪୫୦ ଟଙ୍କା ରହିଛି । ଅନ୍ୟପଟେ ରୂପା ମୂଲ୍ୟ କିଲୋ ପିଛା ୧, ୫୧,୦୦୦ ଟଙ୍କା ହୋଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme