Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସୃଷ୍ଟି ହେଲା ଲଘୁଚାପ, ୪୮ ଘଣ୍ଟାରେ ଅବପାତ ସମ୍ଭାବନା

Posted on November 22, 2025

ମାଲେସିଆ ପାଖ ମାଲାକ୍କା ସମୁଦ୍ର ସନ୍ଧି ନିକଟରେ ସୃଷ୍ଟ ଘୂର୍ଣ୍ଣିବଳୟ ନେଲା ଲଘୁଚାପ ରୂପ ।। ଅଧିକ ଘନୀଭୂତ ହୋଇ ୨୪ ତାରିଖରେ ଅବପାତରେ ପରିଣତ ହେବା ସମ୍ଭାବନା ଅଛି । ତା’ପରେ ଆହୁରି ଘନୀଭୂତ ହୋଇପାରେ । ଏଭଳି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ତେବେ ଆସନ୍ତା ୨୬/୨୭ ଯାଏଁ ଓଡ଼ିଶାରେ ବର୍ଷା ନେଇ କୌଣସି ପୂର୍ବାନୁମାନ ଦିଆଯାଇନାହିଁ । ସେପଟେ ଶ୍ରୀଲଙ୍କା ଉପକୂଳ ନିକଟରେ ଆଉ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ଆଗକୁ ଅଧିକ ଘନୀଭୂତ ହୋଇପାରେ ଆକଳନ କରାଯାଇଛି।

ଅପରପକ୍ଷରେ ବଙ୍ଗୋପାସଗରରେ ସମ୍ଭାବ୍ୟ ଲଘୁଚାପ ବାତ୍ୟା ରୂପ ନେବ କି ନାହିଁ? ଏହାର ଗତିପଥ ଓ ତୀବ୍ରତାକୁ ନେଇ ବିଭିନ୍ନ ମଡେଲକୁ ନେଇ ବିଶେଷଜ୍ଞ ଆକଳନ କରିଛନ୍ତି। ମାତ୍ର ଏବେଠାରୁ କୌଣସି ସ୍ପଷ୍ଟ ଆକଳନ କରାଯାଇନି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme