Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସୋଗର ଗାଁରେ ୮ଟିକିଆ ହାତୀ ପଲଙ୍କ ଉତ୍ପାତ।

Posted on November 26, 2025

ଢେଙ୍କାନାଳ ବନଖଣ୍ଡ ଅଁଳାବେରେଣୀ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ସୋଗର ଗାଁରେ ୮ ଟିକିଆ ହାତୀ ପଲଙ୍କ ଉତ୍ପାତ ଦେଖିବାକୁ ମିଳିଛି। ଗାଁରେ ପ୍ରାୟ ଏକର ଏକର ଧାନ ଫସଲ ନଷ୍ଟ କରିବା ସହ ଲୋକଙ୍କ ଚିନ୍ତା ବଢ଼ାଇଛି। ଲୋକ ମାନେ ହାତୀ ଆତଙ୍କକୁ ନେଇ ଆତଙ୍କିତ ଥିବା ଜଣାପଡିଛି। ଏ ନେଇ କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ବନ କର୍ମଚାରୀ ମାନେ ପହଞ୍ଚି ହାତୀ ପଲକୁ ଘଉଡ଼ାଇଥିଲେ। ତେବେ ହାତୀ ପଲ ଗୁଡିକ ଗାଁ ପାଖ ମାଛିଆ ସଂରକ୍ଷିତ ଜଙ୍ଗଲରେ ଆଖପାଖ ଅଞ୍ଚଳରେ ଉପଦ୍ରବ କରୁଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ବନ ବିଭାଗ ପକ୍ଷରୁ ଫସଲ ନଷ୍ଟର ସଠିକ ଆକଳନ କରି ସେମାନଙ୍କୁ କ୍ଷତି ପୂରଣ ସହ ହାତୀ ଉପଦ୍ରବ ରୋକିବାକୁ ଦାବି ହୋଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme