Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସ୍କୁଲ ନିକଟରୁ ବିପୁଳ ପରିମାଣର ବ୍ରାଉନସୁଗର ଜବତ

Posted on November 27, 2025

ବିପୁଳ ପରିମାଣର ବ୍ରାଉନସୁଗର ଜବତ, ୩ ଗିରଫ ।  ବୋଲଗଡ କପାସିଆ ଗାଁର ସ୍କୁଲ ନିକଟରୁ ବିପୁଳ ପରିମାଣର ବ୍ରାଉନସୁଗର ଜବତ ହୋଇଛି ।  ତିନିଜଣକୁ ଗିରଫ କଲା ବେଗୁନିଆ ଅବକାରୀ ବିଭାଗ ।  ଆଜି ସକାଳୁ ଖୋର୍ଦ୍ଧାର ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ବେଗୁନିଆ ଅବକାରୀ ଅଧିକାରୀ ସଦଳ ବଳେ ବୋଲଗଡ ବ୍ଲକ କପାସିଆ ପ୍ରାଥମିକ ବିଦ୍ୟାଳୟ ନିକଟରେ ବ୍ରାଉନସୁଗାରର ବେପାର କରୁଥିବା ତିନି ଯୁବକଙ୍କୁ କାବୁ କରିଥିଲେ ।

ତାଙ୍କ ନିକଟରୁ ପ୍ରାୟ ଶହେ ଗ୍ରାମରୁ ଅଧିକ ବ୍ରାଉନସୁଗାର ଜବତ ହୋଇଛି ।  ଯାହାର ଆନୁମାନିକ ମୂଲ୍ଯ ୧୦ଲକ୍ଷରୁ ଅଧିକ ହେବ ବୋଲି ସୂଚନା ଦେଇଛନ୍ତି ବେଗୁନିଆ ଅବକାରୀ ଅଧିକାରୀ ।  ସେମାନଙ୍କ ନିକଟରୁ ଦୁଇଟି ବାଇକ ସହ ତିନୋଟି ମୋବାଇଲ ମଧ୍ଯ ଜବତ ହୋଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବାହାଘର ଅଧାରୁ ତଡ଼ା ଖାଇଲେ ବର-କନ୍ୟା
  • ଟ୍ରକ୍ ସହ ଧକ୍କା ହେଲା ସ୍କୁଟି, ଦୁଇ ମହିଳା ଆହତ
  • ହାତୀ ଛୁଆକୁ ନେଉନି ମାଆ, ମଣିଷ ଛୁଇଁଥିବା ଭାବି ଦଳକୁ ଫେରିପାରୁନି ହାତୀ ଛୁଆ
  • ଅଧିବେଶନ ପୂର୍ବରୁ ମୋଦୀ କହିଲେ, ‘ଏହା ବିଜୟର ଅହଙ୍କାର କିମ୍ବା ନାଟକ କରିବାର ସ୍ଥାନ ନୁହେଁ’
  • କମିବ ଥଣ୍ଡାର ପ୍ରକୋପ; ଆଗାମୀ ୪ଦିନ ବଢିବ ରାତି ତାପମାତ୍ରା

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (284)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (60)
  • ରାଜ୍ୟ (906)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme