Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସ୍କୁଲ ବସ୍ ଓ ବାଇକ ମୁହାଁମୁହିଁ ଧକ୍କା: ବାଇକ ଚାଳକ ମୃତ

Posted on October 15, 2025

ସ୍କୁଲ ବସ୍ ଓ ବାଇକ ମୁହାଁମୁହିଁ ଧକ୍କା । ବାଇକ ଚାଳକ ମୃତ, ୩ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ନବରଙ୍ଗପୁର ଜିଲ୍ଲା ଗଞ୍ଜାପାର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକ ହେଲେ ତୁରୁଡି ଗାଁର ସମାରୁ ଗଣ୍ଡ । ବସଟି ପ୍ରାୟ ୨୦ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଯିବା ବେଳେ ବାଇକ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଘଟଣାସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି ।  ଆହତ ଛାତ୍ରଛାତ୍ରୀଙ୍କୁ ରାଇଘର ମେଡିକାଲରେ ଭର୍ତ୍ତି କରାଯାଇଛି । ପୋଲିସ ବସ୍ ଡ୍ରାଇଭରକୁ ଅଟକ ରଖି ତଦନ୍ତ କରୁଛି ।

 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme