Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସ୍ଥିର ରହିଛି ସୁନା ଏବଂ ରୁପା ଦର, ଜାଣନ୍ତୁ ଆଜି କେଉଁ ସହରରେ କେତେ ମୂଲ୍ୟ

Posted on November 9, 2025

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୨,୦୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୧,୮୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୨,୦୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୧,୮୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୨,୦୨୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୧,୮୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୨,୧୭୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୨,୦୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୩ ,୨୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୩, ୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୨,୦୨୦ ଓ ୧,୧୧,୮୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୫୨,୫୦୦ ଟଙ୍କା ହୋଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme