ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦିଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁଆଜିର ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୩,୯୧୦ ଟଙ୍କା ରହିଛି । ସେହିପରି ୨୨କ୍ୟାରେଟ ସୁନା ଦର ୧,୨୨,୭୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୩,୯୧୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ସୁନାର ମୂଲ୍ୟ ହଜାର ୧,୨୨,୭୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ୧,୩୩,୯୧୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୨୨,୭୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪କ୍ୟାରେଟ୍ ୧,୩୪,୦୭୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୨୨,୯୦୦ ଟଙ୍କା ରହିଛି । ଦକ୍ଷିଣ ଭାରତରପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୩୪,୯୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟମୂଲ୍ୟ ୧,୨୩,୭୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ୧,୩୩,୯୧୦ ଓ ୧,୨୨,୭୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୧୦,୦୦୦ଟଙ୍କା ହୋଇଛି ।
