Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସ୍ପେଶାଲ୍ ସ୍କ୍ଵାଡର ଚଢାଉ : ୫୫ ଗୋରୁ ଉଦ୍ଧାର, ୩ ଗିରଫ

Posted on November 15, 2025

​

କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଥାନା ଅଞ୍ଚଳରେ ସ୍ପେଶାଲ୍ ସ୍କ୍ଵାଡର ଚଢାଉ। ଗୋଚାଲାଣ ବେଳେ ଚଢାଉ କରି ୩ଟି ସ୍ଥାନରୁ ୫୫ ଗୋରୁଙ୍କୁ ଉଦ୍ଧାର କଲା ପୁଲିସ। ୩ ଅଭିଯୁକ୍ତ ଗିରଫ। ସୂଚନାନୁଯାୟୀ, ସ୍ପେଶାଲ୍ ସ୍କ୍ଵାଡ ଏବଂ ଆନନ୍ଦପୁର ପୁଲିସ ଚଢାଉ କରି ମୋଚନ୍ଦା ଗ୍ରାମ ନିକଟରୁ ଏକ ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍ ଜବତ କରିଛି। ଏହି ଗାଡିରୁ ୧୦ ଗୋରୁଙ୍କୁ ଜୀବନ୍ତ ଉଦ୍ଧାର କରିବା ସହ ଗୋଚାଲାଣ ଅଭିଯୋଗରେ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେହିପରି ବାଲୁଙ୍କେଶ୍ୱର ଠାରୁ ୧୫ ଗୋରୁ ଉଦ୍ଧାର କରାଯାଇଛି। ପରେ ଫକୀରପୁର ପାଦୁଖାଇ ପୀଠରୁ ୩୦ ଗୋରୁ ଉଦ୍ଧାର ହୋଇଥିବା ସୂଚନା ମିଳିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme