Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସ୍ବାସ୍ଥ୍ୟ ସମସ୍ୟାକୁ ଦୂର କରେ ପୁଦିନା

Posted on September 29, 2025

ଅନେକ ସମୟରେ ମାର୍କେଟ୍‌ରେ ପୁଦିନା ସହଜରେ ମଳିଳିଯାଇଥାଏ। ଏହା ଖରା ଏବଂ ବର୍ଷାଦିନେ ପୁଦିନା ସଞ୍ଜୀବନୀବୁଟି ଭଳି କାମ ଦେଇଥାଏ। ଗୃହିଣୀମାନେ ଏହାକୁ ଘରୋଇ ଉପାୟରେ ବହୁଳ ଭାବରେ ବ୍ୟବହାର କରିଥିାନ୍ତି। ତେବେ ଜାଣନ୍ତୁ କିପରି କରିବେ ପୁଦିନାର ବ୍ୟବହାର।


– ପୁଦିନା ଓ ଅଦା ରସ ସହିତ ମହୁ ମିଶାଇ ଖାଇଲେ କାଶ ଭଲ ହୋଇଥାଏ।

– ପୁଦିନା ପତ୍ରକୁ ଖାଲି କିମ୍ବା ଅଳ୍ପ ନଡିଆ ସହିତ ମିଶାଇ ଖାଇଲେ ହାକୁଟି ସମସ୍ୟା ଦୂର ହୋଇଥାଏ।

– ଟନସିଲ ସମସ୍ୟା ଥିଲେ ପୁଦିନା ରସକୁ ପାଣିରେ ମିଶାଇ ଗାର୍ଗଲିଂ କରନ୍ତୁ, ବେଶ ଆରାମ ମିଳିବ।

– ବାହାରେ ଅଧିକ ସମୟ ଖରାରେ ବୁଲିବା ଯୋଗୁ ଯଦି ପାଦ ତଳ ପୋଡାଜଳା ହେଉଥାଏ, ତେବେ ପୁଦିନାକୁ ବାଟି ଫ୍ରିଜ୍ରେ ରଖିବା ପରେ ବାହାର କରି ଲଗାନ୍ତୁ।

– ଦହି କିମ୍ବା ଆମ୍ବର କଅଁଳିଆ ପତ୍ର ସହିତ ପୁଦିନାକୁ ବାଟି ପିଇଲେ ପେଟ ବିନ୍ଧା ଭଲ ହୋଇଥାଏ।

 

 

       

 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme