Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସ୍ୱାସ୍ଥ୍ୟ ପାଇଁ ବରଦାନ ସଜନା ପତ୍ର ଚୂର୍ଣ୍ଣ

Posted on October 23, 2025

ଆୟୁର୍ବେଦରେ ସଜନା ପତ୍ରକୁ ସବୁଠୁ ଶକ୍ତିଶାଳୀ ଔଷଧ ଭାବେ ବିବେଚନା କରାଯାଏ। ଏହି ପତ୍ରରେ ଭିଟାମିନ୍, ଆଣ୍ଟି ଅକ୍ସିଡାଣ୍ଟ, ପ୍ରୋଟିନ୍‌ ଆଦି ପ୍ରଚୁରମାତ୍ରାର ରହିଛି। ତେଣୁ ଏହାକୁ ସେବନ କରିବା ଦ୍ୱାରା ଶରୀରରେ ବିଭିନ୍ନ ରୋଗ ଦୂର ହୋଇଥାଏ।

-ସଜନା ପତ୍ରକୁ ଛାୟା ଶୁଷ୍କ କରି ଚୂର୍ଣ୍ଣ କରି ସେବନ କଲେ, ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଏ। ଥକ୍କାପଣ ଦୂର ହୁଏ। ଏଥିରେ ଭିଟାମିନ୍‌-ଏ ଥିବାରୁ ଏହା ଦୃଷ୍ଟିଶକ୍ତି ବୃଦ୍ଧି କରାଏ। ଶରୀରକୁ  ସୁସ୍ଥ ରଖେ।

-ସଜନା ପତ୍ରରେ ଆଣ୍ଟି ଇମ୍ଫ୍ଲାମେଟରୀ ଗୁଣ ରହିଛି। ଏହା ଶରୀରକୁ  ବିଭିନ୍ନ ସଂକ୍ରମଣରୁ ସୁରକ୍ଷା ଦିଏ। ଜ୍ୱର, ଥଣ୍ଡା, ଅନ୍ୟାନ୍ୟ ରୋଗରୁ ମୁକ୍ତି ମିଳିଥାଏ।

-ସଜନାପତ୍ର ଚୂର୍ଣ୍ଣ ନିୟମିତ ଖାଇଲେ ମାଂସପେଶୀ ଶକ୍ତ ହୋଇଥାଏ। ଏହା ରକ୍ତରେ ଶର୍କରାକୁ ନିୟନ୍ତ୍ରଣ କରେ। ମଧୁମେହ ରୋଗୀଙ୍କ ପାଇଁ ଏହା ଭଲ। ଏହି ଚୂର୍ଣ୍ଣ ପାଚନକ୍ରିୟାକୁ ସକ୍ରିୟ କରି କୋଷ୍ଠକାଠିନ୍ୟ, ଗ୍ୟାସ୍‌ ଆଦି ଦୂରକରେ।

-ଆୟୁର୍ବେଦ ଚିକିତ୍ସକଙ୍କ ପରାମର୍ଶ ନେଇ ଏହି ଚୂର୍ଣ୍ଣକୁ ଅନୁମୋଦିତ ହାରରେ ଦୁଗ୍ଧ, ପାଣି କିମ୍ବା ଜୁସରେ ମିଶାଇ ସକାଳୁ ଖାଲିପେଟରେ କିମ୍ବା ଖାଇବା ପରେ ସେବନ କରିପାରିବେ। କୌଣସି ସ୍ୱାସ୍ଥ୍ୟ ସମସ୍ୟା ଥିଲେ ଡାକ୍ତରଙ୍କ ପରାମର୍ଶରେ ଏହାକୁ ସେବନ କରିବା ଆବଶ୍ୟକ।    

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବାହାଘର ଅଧାରୁ ତଡ଼ା ଖାଇଲେ ବର-କନ୍ୟା
  • ଟ୍ରକ୍ ସହ ଧକ୍କା ହେଲା ସ୍କୁଟି, ଦୁଇ ମହିଳା ଆହତ
  • ହାତୀ ଛୁଆକୁ ନେଉନି ମାଆ, ମଣିଷ ଛୁଇଁଥିବା ଭାବି ଦଳକୁ ଫେରିପାରୁନି ହାତୀ ଛୁଆ
  • ଅଧିବେଶନ ପୂର୍ବରୁ ମୋଦୀ କହିଲେ, ‘ଏହା ବିଜୟର ଅହଙ୍କାର କିମ୍ବା ନାଟକ କରିବାର ସ୍ଥାନ ନୁହେଁ’
  • କମିବ ଥଣ୍ଡାର ପ୍ରକୋପ; ଆଗାମୀ ୪ଦିନ ବଢିବ ରାତି ତାପମାତ୍ରା

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (284)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (60)
  • ରାଜ୍ୟ (906)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme