Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ହଂସରାଳୀ ପରିବାର ଉଦ୍ଧାର। କପିଳାସ ପ୍ରାଣୀ ଉଦ୍ୟାନକୁ ସ୍ଥାନାନ୍ତର।

Posted on September 27, 2025

ଢେଙ୍କାନାଳ ବନଖଣ୍ଡ କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ କାନପୁରା ଗାଁରୁ ୧୧ ଗୋଟି ହଂସରାଳୀ ପକ୍ଷୀକୁ ଉଦ୍ଧାର କରିଛି ବନ ବିଭାଗ। ଉଦ୍ଧାର ପକ୍ଷୀଙ୍କ ମଧ୍ୟରେ ୧୦ ଗୋଟି ଶିଶୁ ଶାବକ ରହିଛନ୍ତି। କାନପୁରା ଗାଁର ପ୍ରସାଦ କୁମାର ରାଉତଙ୍କ ଘରକୁ ହଂସରାଳୀ ପକ୍ଷୀ ଗୁଡିକ ନିକଟ ଅନନ୍ତପୁର ଜଙ୍ଗଲରୁ ପଳେଇ ଆସିଥିଲେ।

ଏ ନେଇ ସେ ବନ ବିଭାଗକୁ ଖବର ଦେବା ପରେ ବନ ବିଭାଗ ଟିମ ପହଞ୍ଚି ପକ୍ଷୀ ଗୁଡିକୁ ଉଦ୍ଧାର କରିଥିଲେ। ଉଦ୍ଧାର ପରେ ସୁରକ୍ଷିତ ଭାବେ ଢେଙ୍କାନାଳର ପ୍ରମୁଖ ପ୍ରାଣୀ ଉଦ୍ୟାନ କପିଳାସକୁ ପଠାଯାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme