Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ହବିଷ୍ୟାଳିଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ

Posted on October 11, 2025

କାର୍ତ୍ତିକ ବ୍ରତ ଲୋକାର୍ପଣ ଉତ୍ସବକୁ ଆସିପାରିନଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଣୁ ହବିଷ୍ୟାଳିଙ୍କୁ ଭେଟିବାକୁ ଏବଂ ଜଗା ଦର୍ଶନ କରିବାକୁ ଶନିବାର ପୁରୀ ଆସୁଛନ୍ତି ମୁଖ୍ୟମନ୍ତ୍ରୀ । ସେ ନରେନ୍ଦ୍ରକୋଣସ୍ଥିତ ବୃନ୍ଦାବତୀ ନିବାସକୁ ଯାଇ ହବିଷ୍ୟାଳିଙ୍କୁ ଭେଟିବେ ଓ ଭାବବିନିମୟ କରିବେ । ପରେ ଶ୍ରୀମନ୍ଦିର ଯାଇ ଜଗା ଦର୍ଶନ କରିବେ।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅପରାହ୍ଣ ସାଢ଼େ ୪ଟାରେ ଭୁବନେଶ୍ୱରରୁ ବାହାରି ସାଢ଼େ ୫ଟା ସୁଦ୍ଧା ବୃନ୍ଦାବତୀ ନିବାସରେ ପହଞ୍ଚିବେ । ୬ଟା ସୁଦ୍ଧା ଏଠାରୁ ବାହାରି ପୁରୀ ସର୍କିଟ ହାଉସ୍‌କୁ ଯିବେ । ସେଠାରୁ ସନ୍ଧ୍ୟା ୭ଟା ୩୫ ସୁଦ୍ଧା ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ ନିମନ୍ତେ ପହଞ୍ଚିବେ । ୮ଟା ସୁଦ୍ଧା ଠାକୁର ଦର୍ଶନ ସାରି ସେ ଭୁବନେଶ୍ୱର ଫେରିଯିବେ ବୋଲି ଜଣାପଡ଼ିଛି ଏନେଇ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା କହିଛନ୍ତି, ହବିଷ୍ୟାଳିଙ୍କ ସହ ମୁଖ୍ୟମନ୍ତ୍ରୀ ଭାବବିନିମୟ କରିବା ନିମନ୍ତେ ସ୍ୱତନ୍ତ୍ର ଷ୍ଟେଜ୍‌ କରାଯିବ । ଏଥିସହ ଆନୁସଙ୍ଗିକ ଅନ୍ୟ ବ୍ୟବସ୍ଥା ହେବ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme