Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ହବିଷ୍ୟାଳିଙ୍କ ଗହଳି ଚହଳିରେ ପୁରି ଉଠୁଛି ଶ୍ରୀକ୍ଷେତ୍ର

Posted on October 13, 2025

ଚାଲିଛି ପୁଣ୍ୟର ମାସ କାର୍ତ୍ତିକ । ହବିଷ୍ୟାଳୀଙ୍କ ଗହଳି ଚହଳିରେ ପୁରି ଉଠୁଛି ଶ୍ରୀକ୍ଷେତ୍ର। ଏକ ମାସ ଧରି ଚାଲିବାକୁ ଥିବା ବ୍ରତଧାରୀଙ୍କ ପୂଜା ରେ ଗୁଞ୍ଜରିତ ହେଉଛି ପବିତ୍ର ପୁରୀ ।

ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର ରହିଥିବାରୁ ଶ୍ରୀମନ୍ଦିର ସମେତ ବିଭିନ୍ନ ଶୈବ ପୀଠ ଗୁଡିକ ରେ ଭିଡ଼ ଦେଖିବାକୁ ମିଳିଛି । ଶ୍ରୀ ମନ୍ଦିରରେ ମହାପ୍ରଭୁ ଙ୍କ ବାଳଧୂପ ନୀତି ସହ ଚାଲିଛି କାର୍ତ୍ତିକ ମାସର ସ୍ବତନ୍ତ୍ର ନୀତିକାନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର
  • ମହିଳାଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଟ୍ରେନ୍ ଟ୍ରାକ୍‌ରେ ମଦୁଆର ହାଇଡ୍ରାମା, ଅଟକାଇ ଦେଲା ଟ୍ରେନ୍‌
  • ବୁଧବାର ମହାପ୍ରଭୁଙ୍କ ପଦ୍ମ ବେଶ, କେଶର ମଧ୍ୟରେ ଶୋଭା ପାଇବେ ଶ୍ରୀମୁଖ
  • ଆକ୍ସନ୍ ମୋଡ୍‌ରେ ଅନୁଗୁଳ ପୁଲିସ, ୬୦ କେଜି ବମ ସହ ବିସ୍ଫୋରକ ସାମଗ୍ରୀ ଜବତ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (198)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (52)
  • ଦେଶ ବିଦେଶ (470)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (114)
  • ରାଜ୍ୟ (1,517)
  • ସ୍ପେଶାଲ୍ ରିପୋର୍ଟ (267)
©2026 JBR Samachar | Design: Newspaperly WordPress Theme