Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର ହେବାକୁ ମାଧୁରୀ ନେଇଛନ୍ତି ୧ କୋଟି ୬୦ ଲକ୍ଷ

Posted on December 3, 2025

ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର ଭାବେ ବଲିଉଡ ଅଭିନେତ୍ରୀ ମାଧୁରୀ ଦିକ୍ଷୀତ ନେନେଙ୍କୁ ୨୦୨୫ ରେ ନିଯୁକ୍ତି କରାଯାଇଅଛି । ଏହି ନିଯୁକ୍ତି ପାଇଁ ଶ୍ରୀମତୀ ନେନେଙ୍କୁ ରାଜ୍ୟ ରାଜକୋଷରୁ ୧ କୋଟି ୬୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ତାଙ୍କ ପାଇଁ ଯିବା ଆସିବା ଫ୍ଲାଇଟ ଟିକେଟ, ରହିବା ଏବଂ ଖାଇବା ବ୍ୟବସ୍ଥା କରାଯାଇଥିଲା । ଓଡ଼ିଶା ହସ୍ତତନ୍ତର ଚାହିଦାକୁ ଆନ୍ତର୍ଜାତୀୟ ବଜାରରେ ବ୍ୟାପକ କରିବା ପାଇଁ, ବିଶ୍ବ ସ୍ତରରେ ଖ୍ୟାତି ସମ୍ପର୍ଣ୍ଣ ବଲିଉଡ ଅଭିନେତ୍ରୀ ଶ୍ରୀମତୀ ମାଧୁରୀ ଦିକ୍ଷୀତ ନେନେଙ୍କୁ ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡ଼ର ଭାବେ ନିଯୁକ୍ତି କରାଯାଇଥିଲା। ଏହା ଦ୍ବାରା ଓଡିଶାର ପାରମ୍ପରିକ ହସ୍ତତନ୍ତ କଳା ଓ ସୁନାମ ବିଶ୍ବର କୋଣ ଅନୁକୋଣରେ ପହଞ୍ଚା ଯାଇପାରିବ ଏବଂ ଓଡିଶାର ବୁଣାକାର ମାନଙ୍କର ସାମାଜିକ ଓ ଆର୍ଥିକ ମାନଦଣ୍ଡରେ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିବ ବୋଲି ଗୃହରେ ଉତ୍ତର ରଖିଛନ୍ତି ହସ୍ତତନ୍ତ ବୟନ ଶିଳ୍ପ ମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଅଧ୍ୟାପକଙ୍କୁ ସରକାରଙ୍କ ଛାଟ, ତଡ଼ା ଖାଇବେ ସାର୍
  • ଚାକିରିଆଙ୍କୁ ଆଶ୍ବସ୍ତି, ଆଉ ବାରମ୍ବାର ମାଗିବାକୁ ପଡ଼ିବନି…
  • ଆଖି ବୁଜିଲା ବୋମା ଖାଇ ଗୁରୁତର ହୋଇଥିବା ହାତୀ
  • ଡାର୍କ ମୋଡ୍‌ରେ ଲାଲ୍ ଗ୍ରହ
  • ଭଣ୍ଡବାବାଙ୍କୁ ଖଣ୍ଡଗିରି ମନା

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (196)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (461)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (111)
  • ରାଜ୍ୟ (1,487)
  • ସ୍ପେଶାଲ୍ ରିପୋର୍ଟ (261)
©2026 JBR Samachar | Design: Newspaperly WordPress Theme