Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର ହେବାକୁ ମାଧୁରୀ ନେଇଛନ୍ତି ୧ କୋଟି ୬୦ ଲକ୍ଷ

Posted on December 3, 2025

ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର ଭାବେ ବଲିଉଡ ଅଭିନେତ୍ରୀ ମାଧୁରୀ ଦିକ୍ଷୀତ ନେନେଙ୍କୁ ୨୦୨୫ ରେ ନିଯୁକ୍ତି କରାଯାଇଅଛି । ଏହି ନିଯୁକ୍ତି ପାଇଁ ଶ୍ରୀମତୀ ନେନେଙ୍କୁ ରାଜ୍ୟ ରାଜକୋଷରୁ ୧ କୋଟି ୬୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ତାଙ୍କ ପାଇଁ ଯିବା ଆସିବା ଫ୍ଲାଇଟ ଟିକେଟ, ରହିବା ଏବଂ ଖାଇବା ବ୍ୟବସ୍ଥା କରାଯାଇଥିଲା । ଓଡ଼ିଶା ହସ୍ତତନ୍ତର ଚାହିଦାକୁ ଆନ୍ତର୍ଜାତୀୟ ବଜାରରେ ବ୍ୟାପକ କରିବା ପାଇଁ, ବିଶ୍ବ ସ୍ତରରେ ଖ୍ୟାତି ସମ୍ପର୍ଣ୍ଣ ବଲିଉଡ ଅଭିନେତ୍ରୀ ଶ୍ରୀମତୀ ମାଧୁରୀ ଦିକ୍ଷୀତ ନେନେଙ୍କୁ ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡ଼ର ଭାବେ ନିଯୁକ୍ତି କରାଯାଇଥିଲା। ଏହା ଦ୍ବାରା ଓଡିଶାର ପାରମ୍ପରିକ ହସ୍ତତନ୍ତ କଳା ଓ ସୁନାମ ବିଶ୍ବର କୋଣ ଅନୁକୋଣରେ ପହଞ୍ଚା ଯାଇପାରିବ ଏବଂ ଓଡିଶାର ବୁଣାକାର ମାନଙ୍କର ସାମାଜିକ ଓ ଆର୍ଥିକ ମାନଦଣ୍ଡରେ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିବ ବୋଲି ଗୃହରେ ଉତ୍ତର ରଖିଛନ୍ତି ହସ୍ତତନ୍ତ ବୟନ ଶିଳ୍ପ ମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme