Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ହାଇକୋର୍ଟରେ ହାଜର ହେବେ ନଗର ଉନ୍ନୟନ ସଚିବ ଉଷା ପାଢ଼ୀ: ପୋଲିସ କମିଶନରଙ୍କୁ ମଧ୍ୟ ନିର୍ଦ୍ଦେଶ

Posted on January 24, 2026

ଓଡ଼ିଶା ହାଇକୋର୍ଟଙ୍କ କଡ଼ା ଆଭିମୁଖ୍ୟ। ଅଦାଲତ ଅବମାନନା ମାମଲାରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବା ପାଇଁ ମାନ୍ୟବର କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କେବଳ ସଚିବ ନୁହଁନ୍ତି, ବରଂ ତାଙ୍କ ସହ ପୌର ପ୍ରଶାସନ ନିର୍ଦ୍ଦେଶକ ଏବଂ କଟକ ଜିଲ୍ଲାପାଳଙ୍କୁ ମଧ୍ୟ କୋର୍ଟରେ ହାଜର ହେବାକୁ କୁହାଯାଇଛି।
ଏହି ହାଜିରାକୁ ସୁନିଶ୍ଚିତ କରିବା ପାଇଁ ହାଇକୋର୍ଟ ପୋଲିସ କମିଶନରଙ୍କୁ ସ୍ୱତନ୍ତ୍ର ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୩୦ ତାରିଖ ସକାଳ ୧୦ଟା ୩୦ ମିନିଟ ସମୟରେ ଏହି ତିନି ବରିଷ୍ଠ ଅଧିକାରୀ କୋର୍ଟରେ ଉପସ୍ଥିତ ରହିବା ପାଇଁ ସମୟ ଧାର୍ଯ୍ୟ କରାଯାଇଛି। କୋର୍ଟଙ୍କ ଆଦେଶକୁ ଅବମାନନା କରାଯାଇଥିବା ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଜଣାପଡ଼ିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme