Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ହାତରେ ବାଣ ଫୁଟି ନାବାଳକ ଗୁରୁତର

Posted on October 21, 2025

ଦୀପାବଳିରେ ବାଣ ଫୁଟାଇବା ବେଳେ ଅଘଟଣ। ହାତରେ ବାଣ ଫୁଟିଯିବାରୁ ନାବାଳକ ଗୁରୁତର। ଗୁରୁତର ଅବସ୍ଥାରେ ନାବାଳକଙ୍କୁ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତେବେ କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା କଇନିପୁରା ଗ୍ରାମରୁ ଏହି ଘଟଣା ସାମ୍ନାକୁ ଆସିଛି। 

ସୂଚନା ମୁତାବକ, କଇନିପୁରା ଗ୍ରାମର ଚକ୍ରଧର ପାତ୍ରଙ୍କ ପୁଅ  ହାତରେ ବାଣ ଧରିଥିବା ବେଳେ ତାଙ୍କ ସାଙ୍ଗ ଜଣେ ବାଣରେ ନିଆଁ ଲଗାଇ ଦେଇଥିଲେ। ଫଳରେ ବାଣଗୁଡ଼ିକ ହାତରେ ଫୁଟି ଯିବାରୁ  ଚକ୍ରଧରଙ୍କ ପୁଅ  ଗୁରୁତର ଆହତ ହୋଇଥିଲେ।ଏନେଇ ତାଙ୍କୁ ତୁରନ୍ତ ପରିବାର ଲୋକେ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିବା ବେଳେ ଚିକିତ୍ସା ଜାରି ରହିଛି। 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme