Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ହାତୀକୁ ଗୁଳିକରି ହତ୍ୟା କରିଛନ୍ତି ଶିକାରୀ

Posted on November 4, 2025

ଧାନ ଖାଇଦେଲା ବୋଲି , ହାତୀକୁ ହତ୍ୟା । ହାତୀକୁ ଗୁଳିକରି ହତ୍ୟା କରିଛନ୍ତି ଶିକାରୀ । ଗଂଜାମ ଭଂଜନଗର ଉତ୍ତର ବନଖଣ୍ଡ ମୁଜାଗଡ଼ା ବନାଞ୍ଚଳ ବଣିଆପଲ୍ଲୀ ଜଙ୍ଗଲର ଏ ଘଟଣା । ମାମଲାରେ ଶିକାରୀ ଉମାକାନ୍ତ ପ୍ରଧାନଙ୍କୁ ବାନ୍ଧିବା ସହ ୨ଟି ଦେଶୀ ବନ୍ଧୁକ, ଗୋଟିଏ ଭଙ୍ଗା ବନ୍ଧୁକ ଓ କିଛି ବିସ୍ଫୋରକ ସାମଗ୍ରୀ ଜବତ କରିଛି ବନବିଭାଗ ।

ଗତ ଶନିବାର ଦିନ ଶିକାରୀ ଉମାକାନ୍ତ ହାତୀର ବାମଗୋଡ ଓ ପେଟରେ ଗୁଳିମାଡ଼ କରିଥିଲା । ଗୁଳିମାଡ଼ର ୨ ଦିନ ପରେ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ଉମାକାନ୍ତ ଜଣେ ଅଭ୍ୟାସଗତ ଶିକାରୀ ଏବଂ ବନ୍ୟଜନ୍ତୁ ଶିକାର କରି ମାଂସ ବିକ୍ରି କରୁଥିବା ବନବିଭାଗ ସୂଚନା ଦେଇଛି । ସେପଟେ ହାତୀର ବ୍ୟବଚ୍ଛେଦ ପରେ ମୃତଦେହକୁ ପୋତାଯିବ ବୋଲି ଜଣାପଡିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme