Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ହାତୀ ଆକ୍ରମଣରେ ଚାଲିଗଲା ଯୁବକଙ୍କ ଜୀବନ

Posted on November 16, 2025

ସୁନ୍ଦରଗଡ଼ ଜିଲ୍ଲା ରାଉରକେଲା ବନଖଣ୍ଡ ଅର୍ନ୍ତଗତ ଲାଠିକଟା ବ୍ଲକ ଏରଗେଡା ଗାଁରେ ଅଘଟଣ । ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଏରଗେଡା ଗ୍ରାମର ମାଙ୍ଗା କୁଜୁର।

ସୂଚନା ମୁତାବକ, ମାଙ୍ଗା କୁଜୁର ରବିବାର ସକାଳ ୭ଟାରେ ଶୌଚ ଲାଗି ନିକଟସ୍ଥ ଜଙ୍ଗଲକୁ ଯାଇଥିଲେ । ସେଠାରୁ ଘରକୁ ଫେରୁଥିବା ବେଳେ ଘନ କୁହୁଡ଼ି ଯୋଗୁଁ ହାତୀକୁ ଦେଖି ପାରି ନଥିଲେ । ଫଳରେ ହାତୀ ତାଙ୍କୁ ଶୁଣ୍ଢରେ ଟେକି କଚାଡ଼ି ଦେଇଥିଲା । ଗୁରୁତର ମାଙ୍ଗାଙ୍କୁ ପରିବାର ଲୋକ ହସ୍ପିଟାଲ ନେବା ବାଟରେ ତାଙ୍କର ମୃତ୍ୟୁ ହୋଇଛି। ଖବର ପାଇ ଲାଠିକଟା ପୁଲିସ ପହଞ୍ଚି ମୃତଦେହ ଜବତ କରିଛି । ଅନ୍ୟପକ୍ଷରେ ବନ କର୍ମଚାରୀ ଏରଗେଡା ଗ୍ରାମରେ ପହଞ୍ଚି ହାତୀକୁ ଘଉଡାଇବା ଲାଗି ଉଦ୍ୟମ କରୁଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme