Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ହିସରା ଗାଁରେ ଗୋଷ୍ଠୀ ସଂଘର୍ଷ, ୫ ଆହତ

Posted on November 27, 2025

ଦହିସରା ଗାଁରେ ଗୋଷ୍ଠୀ ସଂଘର୍ଷ । ଉଭୟ ଗୋଷ୍ଠୀରୁ ୫ ଆହତ ମେଡିକାଲରେ ଭର୍ତ୍ତି । ଆଠଗଡ଼ ଥାନା ଅନ୍ତର୍ଗତ ଦହିସରା ଗାଁରେ ପୁର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ପିଟାପିଟି ହୋଇ ରକ୍ତାକ୍ତ ହୋଇଛନ୍ତି । ସମସ୍ତ ଆହାତଙ୍କୁ ଆଠଗଡ଼ ମେଡିକାଲ୍ ରେ ଭର୍ତ୍ତି କରାଯାଇଛି । ଏଥିସହ ଘଟଣା ଦୁଇ ପକ୍ଷରୁ ଆଠଗଡ ଥାନାରେ ଅଭିଯୋଗ ପରେ ଚାରି ଜଣଙ୍କୁ ଅଟକ ରଖିଛି ପୋଲିସ । ଘଟଣା ସ୍ଥଳରେ ଆଠଗଡ଼ ପୋଲିସ ସହ ଫୋର୍ସ ମୁତୟନ ହୋଇଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଟ୍ରକ୍ ସହ ଧକ୍କା ହେଲା ସ୍କୁଟି, ଦୁଇ ମହିଳା ଆହତ
  • ହାତୀ ଛୁଆକୁ ନେଉନି ମାଆ, ମଣିଷ ଛୁଇଁଥିବା ଭାବି ଦଳକୁ ଫେରିପାରୁନି ହାତୀ ଛୁଆ
  • ଅଧିବେଶନ ପୂର୍ବରୁ ମୋଦୀ କହିଲେ, ‘ଏହା ବିଜୟର ଅହଙ୍କାର କିମ୍ବା ନାଟକ କରିବାର ସ୍ଥାନ ନୁହେଁ’
  • କମିବ ଥଣ୍ଡାର ପ୍ରକୋପ; ଆଗାମୀ ୪ଦିନ ବଢିବ ରାତି ତାପମାତ୍ରା
  • ଭୟଙ୍କର ବାତ୍ୟା ‘ସେନ୍ୟାର’ର ତାଣ୍ଡବ: ଦକ୍ଷିଣ-ପୂର୍ବ ଏସିଆରେ ୬ଶହ ଜୀବନହାନି

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (284)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (60)
  • ରାଜ୍ୟ (905)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme