Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ହେବନି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

Posted on November 9, 2025

ଭୁବନେଶ୍ୱରରେ ଆସନ୍ତା ୧୦ ତାରିଖ (ସୋମବାର) ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ହେବନି । ଏ ସଂକ୍ରାନ୍ତରେ ଆଜି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେହିଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଅଭିଯୋଗ ଶୁଣାଣି ଶିବିର ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ଗଣମାଧ୍ୟମରେ ଜଣାଇ ଦିଆଯିବ ବୋଲି ବିଭାଗ ସୂଚନା ଦେଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme