Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ହେରଣ ଦ୍ବାର ନିକଟରେ ପଡିଥିଲା ଖଙ୍କାର, ମହାପ୍ରଭୁଙ୍କର…

Posted on January 9, 2026

ଶୁକ୍ରବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଛି । ଶ୍ରୀମନ୍ଦିରରେ ତଡ଼ପ ଲାଗି ନୀତି ହେବା ସମୟରେ ବେହରଣ ଦ୍ୱାର ଭିତର ପଟେ ଖଙ୍କାର ପଡ଼ିଥିବା ଦେଖାଯାଇଥିଲା । ଏହାପରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଥିଲା । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଖଙ୍କାର ପଡ଼ିଥିବା ଦେଖାଯିବା ପରେ ତୁରନ୍ତ ସମସ୍ତ ନୀତିକାନ୍ତି ବନ୍ଦ କରାଯାଇଥିଲା । ଏହାସହିତ ସର୍ବ ସାଧାରଣ ଦର୍ଶନ ବନ୍ଦ କରାଯାଇଥିଲା । ପରେ ବଡ଼ ମହାସ୍ନାନ ପାଇଁ ନୀତି ଆରମ୍ଭ ହୋଇଥିଲା । ସକାଳ ୮ଟା ୧୦ରେ ଚୂନ ପାଣି ପଡ଼ିଥିଲା, ସିଂହାସନ ଧୁଆ ୮ଟା୨୦ରେ ହେବା ପରେ ମହାସ୍ନାନ ପୂଜା ଆରମ୍ଭ ହୋଇଥିଲା । ମହାସ୍ନାନ ପୂଜା ୮ଟା ୫୫ ପୂଜା ଶେଷ ହେବା ସହିତ ଅନ୍ୟାନ୍ୟ ନୀତି ଅନୁଷ୍ଠିତ ହେବା ସହ ସର୍ବ ସାଧାରଣ ଦର୍ଶନ ଆରମ୍ଭ ହୋଇଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଅଧ୍ୟାପକଙ୍କୁ ସରକାରଙ୍କ ଛାଟ, ତଡ଼ା ଖାଇବେ ସାର୍
  • ଚାକିରିଆଙ୍କୁ ଆଶ୍ବସ୍ତି, ଆଉ ବାରମ୍ବାର ମାଗିବାକୁ ପଡ଼ିବନି…
  • ଆଖି ବୁଜିଲା ବୋମା ଖାଇ ଗୁରୁତର ହୋଇଥିବା ହାତୀ
  • ଡାର୍କ ମୋଡ୍‌ରେ ଲାଲ୍ ଗ୍ରହ
  • ଭଣ୍ଡବାବାଙ୍କୁ ଖଣ୍ଡଗିରି ମନା

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (196)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (461)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (111)
  • ରାଜ୍ୟ (1,487)
  • ସ୍ପେଶାଲ୍ ରିପୋର୍ଟ (261)
©2026 JBR Samachar | Design: Newspaperly WordPress Theme