Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ହ୍ୟୁମାନଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ, ପରିବାରକୁ ଜଣାଇଲେ ସମବେଦନା

Posted on November 18, 2025

ହ୍ୟୁମାନ ସାଗରଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ । ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିୟୋଗରେ ଅତ୍ୟନ୍ତ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତାଙ୍କ ଦେହାନ୍ତ ସଙ୍ଗୀତ ଓ ସିନେମା ଜଗତ ପ୍ରତି ଅପୂରଣୀୟ କ୍ଷତି । ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ସେହିପରି, ହ୍ୟୁମାନ ସାଗରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ନବୀନ ପଟ୍ଟନାୟକ। ଗଭୀର ଭାବେ ଦୁଃଖିତ ବୋଲି କହିଛନ୍ତି ନବୀନ। ତାଙ୍କ ଭାବପୂର୍ଣ୍ଣ ସଂଗୀତ ଅଗଣିତ ଶ୍ରୋତାଙ୍କ ମନକୁ ଛୁଇଁଛି । ଓଡ଼ିଆ ସଂଗୀତ ପ୍ରତି ତାଙ୍କ ଅବଦାନ ଚିର ସ୍ମରଣୀୟ ରହିବ ବୋଲି କହିଛନ୍ତି ନବୀନ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme