Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୧୦ମ ଥର ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ ନୀତିଶ କୁମାର

Posted on November 20, 2025

ବିହାରରେ ଆଜିଠୁ ନୀତିଶ ସରକାର । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନୀତିଶ କୁମାର । ନୀତିଶଙ୍କୁ ପଦ ଗୋପନୀୟତା ପାଠ କରାଇଛନ୍ତି ରାଜ୍ୟପାଳ । ଦଶମ ଥର ଭାବେ ନୀତିଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ସମ୍ରାଟ ଚୌଧୁରୀ, ବିଜୟ ସିହ୍ନା । ପାଟନାର ଐତିହାସିକ ଗାନ୍ଧୀ ମୈଦାନରେ ମହାସମାରୋହ ଆୟୋଜନ କରାଯାଇଛି । ଏହି ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ୧୨ ମୁଖ୍ୟମନ୍ତ୍ରୀ ସାମିଲ ହୋଇଛନ୍ତି । ହୋଟେଲ ମୌର୍ଯ୍ୟରେ ଅତିଥିମାନଙ୍କ ପାଇଁ ଖାଦ୍ୟର ବ୍ୟବସ୍ଥା ହୋଇଛି ।

ନୀତିଶଙ୍କ ଶପଥ ଉତ୍ସବରେ ଉତ୍ତର ପ୍ରଦେଶ, ଦିଲ୍ଲୀ, ଗୁଜରାଟ, ମଧ୍ୟପ୍ରଦେଶ, ହରିୟାଣା, ଉତ୍ତରାଖଣ୍ଡ, ଓଡ଼ିଶା, ଆସାମ, ଅରୁଣାଚଳ ପ୍ରଦେଶ, ଆନ୍ଧ୍ର ପ୍ରଦେଶ, ମହାରାଷ୍ଟ୍ର, ଓ ମଣିପୁର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀମାନେ ସାମିଲ ହୋଇଛନ୍ତି । ନୀତିଶଙ୍କ ସହିତ ଆଉ ୨୬ ଜଣ ଅନ୍ୟ ମନ୍ତ୍ରୀ ଶପଥ ନେଇଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme