Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୧୦୦ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ମୂର୍ତ୍ତିକାର ରାମ ସୂତାର…

Posted on December 18, 2025

ବିଶ୍ୱର ସବୁଠାରୁ ଉଚ୍ଚ ପ୍ରତିମୂର୍ତ୍ତି, ଷ୍ଟାଚ୍ୟୁ ଅଫ୍ ୟୁନିଟି ଡିଜାଇନ୍ କରିଥିବା ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ପରଲୋକ ହୋଇଛି ।  ୧୦୦ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ସେ ବୁଧବାର ରାତିରେ ନୋଏଡାସ୍ଥିତ ତାଙ୍କ ଘରେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ଜଣାପଡିଛି । ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥିଲେ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme