Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୧୨ ଘଣ୍ଟାରେ ବାତ୍ୟା ସମ୍ଭାବନା! ଓଡ଼ିଶାରେ ପ୍ରବଳ ବର୍ଷା, ଆଲର୍ଟରେ ସରକାର

Posted on October 3, 2025

ଦ୍ରୁତ ଗତିରେ ଭାରତୀୟ ଉପକୂଳକୁ ମାଡି ଆସୁଛି ବାତ୍ୟା। ଖୁବଶୀଘ୍ର ଆରବ ସାଗରରେ ନୂଆ ବାତ୍ୟା ରୂପ ନେବାର ସୂଚନା ମିଳିଛି। ଗଲ୍ଫ୍ ଅଫ୍ କଚ୍ଛ ନିକଟରେ ସୃଷ୍ଟ ସ୍ପଷ୍ଟ ନିମ୍ନ ଚାପ ଶୁକ୍ରବାର ଉତ୍ତର-ପୂର୍ବ ଆରବ ସାଗରରେ ପ୍ରବେଶ କରି ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଆଗାମୀ ୧୨ ଘଣ୍ଟାରେ ଏହା ବାତ୍ୟା ରୂପ ନେବାର ଆଶଙ୍କା ରହିଛି, ଯାହା ଚଳିତ ବାତ୍ୟା ଋତୁର (୨୦୨୫) ପ୍ରଥମ ବାତ୍ୟା ହେବ।

ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଗାମୀ ୨୪ ଘଣ୍ଟାରେ ଏହି ନିମ୍ନ ଚାପ ଘନୀଭୂତ ହୋଇ ଏକ ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ପାକିସ୍ତାନର ସିନ୍ଧ ଉପକୂଳୀୟ ଅଞ୍ଚଳରେ ପ୍ରବଳ ବର୍ଷା ଓ ଉଚ୍ଛଳ ସମୁଦ୍ର ଲହରୀର ଆଶଙ୍କା ରହିଛି। ଓମାନ ଓ ଗୁଜରାଟ ପ୍ରଶାସନମାନେ ସମ୍ଭାବ୍ୟ ପ୍ରଭାବ ପାଇଁ ସତର୍କ ରହିଛନ୍ତି। ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ରରେ ଯାତ୍ରା ଏଡ଼ବାକୁ ପରାମର୍ଶ ଦିଆଯାଇଛି।

ଅନ୍ୟପକ୍ଷରେ, ବଙ୍ଗୋପସାଗରରେ (BOBରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତ ରୂପ ନେଇ ଓଡିଶା ଉପକୂଳରେ ଅତିକ୍ରମ କରିଛି। ଏହା ପ୍ରଭାବରେ ଦକ୍ଷିଣ ଓ଼ଡିଶାର ଅନେକ ଜିଲାରେ ବର୍ଷା ଲାଗି ରହିଛି। ଫଳରେ କିଛି ଜିଲାରେ ତଳିଆ ଅଞ୍ଚଳ ବୁଡି ଯାଇଥିବା ବେଳେ ବନ୍ୟାର ଆଶଙ୍କା ଦେଖା ଦେଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme