Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ…

Posted on December 19, 2025

 ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ । ଖରିଫ ଧାନ କିଣାରେ ଅବ୍ୟବସ୍ଥା ଅଭିଯୋଗରେ ବନ୍ଦ ପାଳନ । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯିବ । ଆନ୍ଦୋଳନରେ ସାମିଲ ହୋଇଛନ୍ତି ଶହ ଶହ ସଂଖ୍ୟାରେ ଚାଷୀ । ପୁରା ସହରରେ ପିକେଟିଂ କରି ଦୋକାନ ବଜାର, ଗାଡି ମୋଟର ଚଳାଚଳ ସବୁ ବନ୍ଦ କରାଯାଇଛି  l ବନ୍ଦରୁ ଜାତୀୟ ରାଜପଥ ଓ ରେଳ ରୋକ ବାଦ୍ ଦିଆଯାଇଛି । ଜରୁରୀକାଳୀନ ସେବାକୁ ଛାଡି ଦେଲେ ଠପ୍ ହୋଇଯାଇଛି ସାରା ସହର । ଗାଡ଼ି ମୋଟର ଚଳାଚଳ ବନ୍ଦ । ବନ୍ଦକୁ ସହରର ବିଭିନ୍ନ ସଙ୍ଗଠନ ସହ ବିଜେଡି ଓ କଂଗ୍ରେସ କର୍ମୀ ସମର୍ଥନ କରିବା ସହ ବନ୍ଦରେ ସାମିଲ ହେଇଛନ୍ତି  l ସମ୍ବଲପୁର ସହର ସହ କୁଚିଣ୍ଡା, ରେଢ଼ାଖୋଲ, ଜମନକିରା, ପଡ଼ିଆବାହାଲ, ଗୋଶାଲା ଅଞ୍ଚଳରେ ମଧ୍ୟ ବନ୍ଦ କରିଛନ୍ତି  l

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme