Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୧୨ ଡିଗ୍ରୀକୁ ଖସିଲା ତାପମାତ୍ରା

Posted on November 9, 2025

ଦାରିଙ୍ଗବାଡ଼ିରେ ପାରଦ ୧୨ ଡିଗ୍ରୀକୁ ଖସିଛି । ଏହା ରାଜ୍ୟର ସବୁଠୁ ଥଣ୍ଡା ଅଞ୍ଚଳ ପାଲଟିଛି । ଫୁଲବାଣୀରେ ୧୨.୫, ଅନୁଗୁଳରେ ୧୫, କୋରାପୁଟ ଓ ଭଦ୍ରକରେ ୧୫.୫, ଝାରସୁଗୁଡ଼ା ଓ କେନ୍ଦୁଝରରେ ୧୫.୮, ରାଉରକେଲାରେ ୧୬.୧, ଢେଙ୍କାନାଳରେ ୧୬.୨ ଡିଗ୍ରୀ ରେକର୍ଡ ହୋଇଛି ।

ରବିବାର ଫୁଲବାଣୀରେ ରାତି ତାପମାତ୍ରା ୧୦ ଡିଗ୍ରୀକୁ ଖସିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଅନୁଗୁଳରେ ୧୩ ଡିଗ୍ରୀ, ରାଉରକେଲା, କୋରାପୁଟ ଓ ଝାରସୁଗୁଡ଼ାରେ ୧୪, କେନ୍ଦୁଝର ଓ ଢେଙ୍କାନାଳରେ ୧୫ ଡିଗ୍ରୀ ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଆସନ୍ତା ୨ରୁ ୩ ଦିନରେ ରାତି ତାପମାତ୍ରା ଆଉ ୨ରୁ ୩ ଡିଗ୍ରୀ ଖସିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଭୟଙ୍କର ବାତ୍ୟା ‘ସେନ୍ୟାର’ର ତାଣ୍ଡବ: ଦକ୍ଷିଣ-ପୂର୍ବ ଏସିଆରେ ୬ଶହ ଜୀବନହାନି
  • ଆଜିଠୁ ସଂସଦର ଶୀତ ଅଧିବେଶନ, ଦିଲ୍ଲୀ ବ୍ଲାଷ୍ଟକୁ ନେଇ କମ୍ପିବ ଗୃହ
  • ବାରବାଟୀ T20: ମୁଖ୍ୟମନ୍ତ୍ରୀ କିଣିଲେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଟିକେଟ୍
  • ରାସ୍ତା ଜଳିଗଲା ହାଇୱା, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (283)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (59)
  • ରାଜ୍ୟ (902)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme