Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୧୨ ଡିଗ୍ରୀକୁ ଖସିଲା ତାପମାତ୍ରା

Posted on November 9, 2025

ଦାରିଙ୍ଗବାଡ଼ିରେ ପାରଦ ୧୨ ଡିଗ୍ରୀକୁ ଖସିଛି । ଏହା ରାଜ୍ୟର ସବୁଠୁ ଥଣ୍ଡା ଅଞ୍ଚଳ ପାଲଟିଛି । ଫୁଲବାଣୀରେ ୧୨.୫, ଅନୁଗୁଳରେ ୧୫, କୋରାପୁଟ ଓ ଭଦ୍ରକରେ ୧୫.୫, ଝାରସୁଗୁଡ଼ା ଓ କେନ୍ଦୁଝରରେ ୧୫.୮, ରାଉରକେଲାରେ ୧୬.୧, ଢେଙ୍କାନାଳରେ ୧୬.୨ ଡିଗ୍ରୀ ରେକର୍ଡ ହୋଇଛି ।

ରବିବାର ଫୁଲବାଣୀରେ ରାତି ତାପମାତ୍ରା ୧୦ ଡିଗ୍ରୀକୁ ଖସିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଅନୁଗୁଳରେ ୧୩ ଡିଗ୍ରୀ, ରାଉରକେଲା, କୋରାପୁଟ ଓ ଝାରସୁଗୁଡ଼ାରେ ୧୪, କେନ୍ଦୁଝର ଓ ଢେଙ୍କାନାଳରେ ୧୫ ଡିଗ୍ରୀ ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଆସନ୍ତା ୨ରୁ ୩ ଦିନରେ ରାତି ତାପମାତ୍ରା ଆଉ ୨ରୁ ୩ ଡିଗ୍ରୀ ଖସିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme